ଟେକ୍ସାସ୍‌ରେ ଗୁଳି: ୭ ମୃତ

ହଷ୍ଟନ,୨ା୯(ପି.ଟି.): ଆମେରିକାର ଟେକ୍ସାସରେ ଗୁଳିକାଣ୍ଡ ଘଟି ୭ ଜଣ ନିହତ ହୋଇଥିବାବେଳେ ୨୧ ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ଟ୍ରାଫିକ୍‌ ଅଧିକାରୀମାନେ ଅଟକାଇବା ପରେ ସେ ଆଖିବୁଜା ଗୁଳି ଚଳାଇଥିଲା। ମିଡ୍‌ଲ୍ୟାଣ୍ଡ ଏବଂ ଓଡେସା ସହରରେ ଏହି ଗୁଳିକାଣ୍ଡ ଘଟିଛି। ପୋଲିସ ଗୁଳିରେ ବନ୍ଧୁକଧାରୀ ନିହତ ହୋଇଛନ୍ତି। ତେବେ ତାଙ୍କର ପରିଚୟ ମିଳିପାରି ନାହିଁ।
ଅଟକାଇଥିବା ଯବାନଙ୍କୁ ପ୍ରଥମେ ସେ ଗୁଳି ଚଳାଇଥିଲେ। ପରେ ଲୋକମାନଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ ବୋଲି ସ୍ଥାନୀୟ ଗଣମାଧ୍ୟମ ପ୍ରକାଶ କରିଛି। ସେ ନିଜ କାର ଛାଡ଼ିଦେଇ ଆମେରିକା ପୋଷ୍ଟାଲ ସେବା ବିଭାଗର ଏକ ଭ୍ୟାନକୁ ନେଇଯାଇ ସେଥିରୁ ଗୁଳି ଚଳାଇଥିଲେ। ଆକ୍ରମଣରେ ଦୁଇଜଣ ପୋଲିସ ମଧ୍ୟ ଆହତ ହୋଇଛନ୍ତି। ଆକ୍ରମଣକାରୀ ଦୁଇଜଣ ବୋଲି ପ୍ରଥମେ ପୋଲିସ ସନ୍ଦେହ କରୁଥିଲା। କାରଣ ଯୁବକ ଜଣକ ପ୍ରଥମେ ଧଳା ରଙ୍ଗର ଟୟୋଟା ଓ ପରେ ପୋଷ୍ଟାଲ ସର୍ଭିସ ଭ୍ୟାନ ବ୍ୟବହାର କରିଥିଲେ। ଆକ୍ରମଣକାରୀ ସମ୍ପର୍କରେ ଜାଣିବା ପାଇଁ ବିଭିନ୍ନ ସଂସ୍ଥା ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri