Posted inଫୁରସତ

ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି। ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ।

କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।


ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri