Posted inଜାତୀୟ

ଟେରର୍‌ ପଣ୍ଡିଂ ମାମଲାରେ ଗିରଫ ହେଲେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ

ନୂଆଦିଲ୍ଲୀ,୧୦।୮: ନ୍ୟାଶନାଲ ଇନଭେଷ୍ଟିଗେଟିଂ ଏଜେନ୍ସି(ଏନ୍‌ଆଇଏ) ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଇବା ମାମଲାରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ରସିଦ୍‌ ଇଞ୍ଜିନିୟରଙ୍କୁ ଗିରଫ କରିଛି। ୨୦୧୭ରେ କଶ୍ମୀରରେ ଏମିତି ମାମଲାରେ ତାଙ୍କୁ ପଚରା ଉଚରା କରାଯାଇଥିଲା। ଏବେ ତାଙ୍କୁ ୪ ଦିନ ପାଇଁ ହାଜତକୁ ପଠାଇ ଦିଆଯାଇଛି। ତେବେ ୨୦୧୭ରେ ସେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ସହ ଏହି କାରବାର କରିଥିବା ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri