ଟେଲିକମ୍‌ କମ୍ପାନୀଙ୍କ ସମସ୍ୟା ସମାଧାନ ଲାଗି ସିଓଏସ୍‌ ଦେବ ପ୍ରସ୍ତାବ

ନୂଆଦିଲ୍ଲୀ,୩୦-୧୦: ଦେଶର ଟେଲିକମ୍‌ ଶିଳ୍ପ ବର୍ତ୍ତମାନ ଆର୍ଥତ୍କ ସମସ୍ୟା ସାମ୍ନା କରୁଥିବା ବେଳେ ଏହାର ସମାଧାନ ଲାଗି କ୍ୟାବିନେଟ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ସେକ୍ରେଟେରୀ କମିଟି( ସିଓଏସ୍‌) ସରକାରଙ୍କୁ ବିଭିନ୍ନ ପ୍ରସ୍ତାବ ହେବ। ସରକାରଙ୍କୁ ବକେୟା ବାବଦ ବିଭିନ୍ନ ବୈଧାନିକ ଦେୟ ଭାବେ ପ୍ରାୟ ୧.୪୨ ଲକ୍ଷ କୋଟି ଟଙ୍କା ପ୍ରଦାନ କରିବାକୁ ସୁପ୍ରିମ କୋର୍ଟ ଟେଲିକମ୍‌ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଟେଲିକମ ଶିଳ୍ପ ବର୍ତ୍ତମାନ ଚିନ୍ତାରେ ରହିଥିବା ବେଳେ ସରକାର ଏହାର ସମାଧାନ ଲାଗି ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି। ସ୍ପେକ୍ଟ୍ରମ ସମେତ ଅନ୍ୟାନ୍ୟ ଦେୟ ପ୍ରଦାନ ଉପରେ ରହିଥିବା ବିଭିନ୍ନ ପ୍ରସଙ୍ଗ ଉପରେ କମିଟି ବିଚାର କରିବ। ଏହି କମିଟିରେ ଅର୍ଥ ମନ୍ତ୍ରଣାଳୟ, ଟେଲିକମ୍ୟୁନିକେଶନ, ଆଇନ ଭଳି ମନ୍ତ୍ରଣାଳୟର ସଚିବ ରହିଛନ୍ତି। କମିଟି ଧାର୍ଯ୍ୟ ସମୟ ମଧ୍ୟରେ ସରକାରଙ୍କୁ ପ୍ରସ୍ତାବ ରଖିବ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri