ଟେଲିଭିଜନ ଜଗତରେ ଚହଳ ପକାଇଲେ କରିନା: ଗୋଟିଏ ଏପିସୋଡ ପାଇଁ ନେଉଛନ୍ତି ଏତିକି ପାରିଶ୍ରମିକ

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ରିଆଲିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ଜଜ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଶୋ’ର ପ୍ରତି ଏପିସୋଡ ପାଇଁ ସେ ୩ କୋଟି ଟଙ୍କା ନେଇ ଟେଲିଭିଜନ ଜଗତରେ ସର୍ବାଧିକ ଟଙ୍କା ନେଉଥିବା ସେଲିବ୍ରିଟି ହୋଇପାରିଛନ୍ତି। ପ୍ରଥମଥର ପାଇଁ କରିନା ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ ଜରିଆରେ ଟେଲିଭଜନ ଜଗତାରେ ପାଦ ଦେଇଛନ୍ତି। ପୂର୍ବରୁ ନିଜ ପାରିଶ୍ରମିକ ବାବଦରେ ଶୋ’ର ପ୍ରଯୋଜକଙ୍କୁ ପ୍ରଥମେ ଠୋକଠୋକ ଶୁଣାଇଦେଇଥିଲେ। ଶେଷରେ ପ୍ରଯୋଜକ ଏଥିପାଇଁ ରାଜି ହୋଇଯାଇଥିଲେ। କରିନା ନିଜ ଆଗାମୀ ଫିଲ୍ମ ‘ଗୁଡ୍‌ନ୍ୟୁଜ୍‌’ରେ ଅକ୍ଷୟ କୁମାରଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri