ଟେଲି ପରଦାର ଗ୍ଲାମରସ୍‌ ଜେଜେ ମା’

ବମ୍ବେ: ଟେଲି ପରଦାର ଗ୍ଲାମରସ୍‌ ଜେଜେ ମା’ଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଅଭିନେତ୍ରୀ ସ୍ବାତୀ ଚିଟ୍‌ନିସ। ଷ୍ଟାର ପ୍ଲସରେ ପ୍ରସାରିତ ହେଉଥିବା ‘ୟେ ରିସ୍ତା କ୍ୟା କହଲାତା ହେ’ରେ ସେ ନଜର ଆସନ୍ତି। ଧାରାବାହିକରେ ପାରମ୍ପରିକ ପୋଷାକ ତଥା ସଂସ୍କାରକୁ ଜାବୁଡ଼ି ଧରିଥିବା ସ୍ବାତୀ କିନ୍ତୁ ପ୍ରକୃତ ଜୀବନରେ ଏହାର ଓଲଟା। ସେ ବେଶ ଗ୍ଲାମରସ୍‌। ସୋସିଆଲ ମିଡିଆରେ ମଧ୍ୟ ସେ ବେଶ୍‌ ଆକ୍ଟିଭ ରୁହନ୍ତି। ଯେ କେହି ତାଙ୍କ ଇନ୍‌ଷ୍ଟା ପ୍ରୋଫାଇଲ ଦେଖିଲେ ଏହା ଜାଣିପାରିବ। ଏକାକି ଅଥବା ଅଭିନୟ ଦୁନିଆର ବନ୍ଧୁମାନଙ୍କ ସହ ବିଶେଷ ମୂହୁର୍ତ୍ତର ଅନେକ ଫଟୋ ଶେୟାର କରନ୍ତି ସ୍ବାତୀ, ଯାହାକୁ ହଠାତ୍‌ ଦେଖିଲେ ତାଙ୍କୁ ଚିହ୍ନିବା ମୁସ୍କିଲ ହୋଇପାରେ। ନିଜର ବ୍ୟସ୍ତ କର୍ମ ଜୀବନ ମଧ୍ୟରୁ ସମୟ ବାହାର କରି ପାର୍ଟି କରନ୍ତି ସ୍ବାତୀ। ଏସବୁ ଦେଖିଲେ ତାଙ୍କ ପାଇଁ ‘ଏଜ୍‌ ଇଜ୍‌ ଜଷ୍ଟ ଏ ନମ୍ବର’ ବୋଲି ଉକ୍ତି ପ୍ରଜୁଯ୍ୟ ବୋଲି କୁହାଯାଇପାରେ। ପୂର୍ବରୁ ସେ ଇସ୍‌ ପ୍ୟାର କୋ କ୍ୟା ନାମ୍‌ ଦୁଁ , ସସୁରାଲ ସିମର କା ଭଳି ହିଟ୍‌ ଧାରାବାହିକରେ କାମ କରି ବାହାବାଃ ସାଉଁଟିଛନ୍ତି। ଏଥିସହ କିଛି ଫିଲ୍ମରେ ମଧ୍ୟ ସେ କାମ କରିଛନ୍ତି। ରଜ୍ଜୋ,ରୋଡ୍‌ ଟୁ ସଙ୍ଗମ୍‌ ଆଦି ଫିଲ୍ମ ଏଥିରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri