ଟେଷ୍ଟି ଟ୍ରିଟ୍‌ର ନୂଆ ପ୍ରଡକ୍ଟ

ଭୁବନେଶ୍ୱର, ୧୮-୪: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ୍‌ର ଟେଷ୍ଟି ଟ୍ରିଟ୍‌ ବ୍ରାଣ୍ଡ ପକ୍ଷରୁ ୫ଟି ସ୍ବାଦରେ ପଟାଟୋ ଚିପ୍ସ ବଜାରକୁ ଆସିଛି। ଏହା ମଧ୍ୟରେ ଚିଜ୍‌,ସୋର କ୍ରିମ ଆଣ୍ଡ ଓନିଅନ, ଟ୍ୟାଙ୍ଗି ଟମୋଟୋ, କ୍ଲାସିକ ସଲ୍ଟ ଏବଂ ଦେଶୀ ମସାଲା ମ୍ୟାଜିକ ରହିଛି। ପ୍ୟାକଗୁଡିକରେ ଅତିରିକ୍ତ ଚିପ୍ସ ରହିଛି। ଏହା ୫ ଟଙ୍କା,୧୦ ଟଙ୍କା, ୨୦ ଟଙ୍କା ଏବଂ ୩୫ ଟଙ୍କା ପ୍ୟାକରେ ଆସୁଛି। ଏହା ଫ୍ୟୁଚର ଗ୍ରୁପର ବିଗ୍‌ ବଜାର, ବିଗ୍‌ ବଜାର ଜେନ ନେକ୍ସଟ, ଇଜି ଡେ କ୍ଲବ, ହେରିଟେଜ୍‌ ଫ୍ରେସ, ହାଇପରସିଟି ଏବଂ ଫୁଡଓ୍ବାର୍ଲଡ ଆଦି ଷ୍ଟୋରରେ ଉପଲବ୍ଧ। ଖୁବ କମ୍‌ ସମୟ ମଧ୍ୟରେ ଟେଷ୍ଟି ଟ୍ରିଟ୍‌ ଦେଶର ଏକ ଲୋକ ପ୍ରିୟ ବ୍ରାଣ୍ଡ ହୋଇ ପାରିଛି ବୋଲି ଫ୍ୟୁଚର ଗ୍ରୁପ ସିଇଓ ସଦାଶିବ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri