ଟୋକନ ବ୍ୟବସ୍ଥାରେ ଅସୁବିଧା ଭୋଗୁଛନ୍ତି ଚାଷୀ: କଂଗ୍ରେସ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ରାଜ୍ୟ ସରକାର ଚଳିତବର୍ଷ ଧାନ ବିକ୍ରି ପାଇଁ ଟୋକନ୍‌ ବ୍ୟବସ୍ଥା କରିଥିବାରୁ ଚାଷୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏଥର ଧାନ କ୍ରୟ ବ୍ୟବସ୍ଥାରେ ଉପୁଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ପକ୍ଷରୁ ଏକ ତଥ୍ୟ ଅନୁଧ୍ୟାନକାରୀ କମିଟି ଗଠନ ହୋଇଥିଲା। ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକଙ୍କ ଆବାହକତ୍ୱରେ ଗଠିତ ଏହି ୫ଜଣିଆ ଟିମ୍‌ ଇତିମଧ୍ୟରେ ସୁବର୍ଣ୍ଣପୁର, ବଲାଙ୍ଗୀର ଓ ବରଗଡ଼ ଜିଲାର ବିଭିନ୍ନ ମଣ୍ଡି ପରିଦର୍ଶନ କରିଛନ୍ତି। ମଣ୍ଡି ପରିଦର୍ଶନ ସମୟରେ ଏହି ଟିମ୍‌ ଚାଷୀଙ୍କଠାରୁ ଟୋକନ୍‌ ପ୍ରକ୍ରିୟାରେ ଉପୁଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ବୁଝିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri