ଟ୍ରକକୁ ପଛରୁ ପିଟିଲା ଟ୍ରକ, ଚାଳକ ମୃତ

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ପୁରୁଣା ବଜାର ନିକଟ ୨୦ ନଂ. ଜାତୀୟ ରାଜପଥରେ ଏକ ଟ୍ରକ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାକଡରେ ଠିଆ ହୋଇଥିବା ଅନ୍ୟ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଆଗ ଟ୍ରକ ପଛରେ ଠିଆ ହୋଇଥିବା ଟ୍ରକ ଚାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଜୋର ହୋଇଥିଲା ଯେ ତାଙ୍କ ଅଣ୍ଟା ଦୁଇ ଗଡ଼ ହୋଇଯାଇଥିଲା। ମୃତ ବ୍ୟକ୍ତିର ପରିଚୟ ମିଳିନାହିଁ। ପୋଲିସ ଓ ଦମକଳବାହିନୀ ପହଞ୍ଚି ଟ୍ରକ ଭିତରୁ କଟର ସହାୟତାରେ ଧକ୍କା ଦେଇଥିବା ଟ୍ରକ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri