ଟ୍ରକକୁ ପଛରୁ ପିଟିଲା ଟ୍ରକ, ଚାଳକ ମୃତ

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ପୁରୁଣା ବଜାର ନିକଟ ୨୦ ନଂ. ଜାତୀୟ ରାଜପଥରେ ଏକ ଟ୍ରକ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାକଡରେ ଠିଆ ହୋଇଥିବା ଅନ୍ୟ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଆଗ ଟ୍ରକ ପଛରେ ଠିଆ ହୋଇଥିବା ଟ୍ରକ ଚାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଦୁର୍ଘଟଣା ଏତେ ଜୋର ହୋଇଥିଲା ଯେ ତାଙ୍କ ଅଣ୍ଟା ଦୁଇ ଗଡ଼ ହୋଇଯାଇଥିଲା। ମୃତ ବ୍ୟକ୍ତିର ପରିଚୟ ମିଳିନାହିଁ। ପୋଲିସ ଓ ଦମକଳବାହିନୀ ପହଞ୍ଚି ଟ୍ରକ ଭିତରୁ କଟର ସହାୟତାରେ ଧକ୍କା ଦେଇଥିବା ଟ୍ରକ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri