ଟ୍ରକ ଧକ୍କାରେ ଭାଙ୍ଗିଲା ବିଶ୍ରାମାଗାର

ଛେଣ୍ଡିପଦା,୧୨ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆପଡ଼ାଠାରେ ଏକ ଟ୍ରକ ଧକ୍କାରେ ବିଶ୍ରାମାଗାର ଭାଙ୍ଗିଯାଇଛି। ଏଥିରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି । ପୋଲିସ ସୂତ୍ରରୁ ପ୍ରକାଶ, ଛେଣ୍ଡିପଦାରୁ ଦେବଗଡ଼ ଯାଇଥିବା ଜାତୀୟ ରାଜପଥର ନୂଆପଡ଼ା ଛକଠାରେ ଶନିବାର ବିଳମ୍ବିତ ରାତିରେ ଓଡି୧୯ ସି ୪୬୯୬ ଟ୍ରକ ଛେଣ୍ଡିପଦାରୁ ଦେବଗଡ଼ ଯାଉଥିବାବେଳେ ଓଡି ୧୯ ସି ୩୮୮୦ ଟ୍ରକ ପଛରୁ ଧକ୍କା ଦେଇଥିଲା। ଫଳରେ ଓଡି୧୯ ସି ୪୬୯୬ ନଂ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତାପାଶର୍‌ବରେ ଥିବା ବିଶ୍ରାମାଗାରକୁ ଧକ୍କା ଦେଇଥିଲା। ଖବର ପାଇ ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରିବା ସହିତ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି, ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି।…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri