ଟ୍ରମ୍ପଙ୍କ ସହ ଭାରତ ଆସିବେ ଝିଅ ଇଭାଙ୍କା

ଓ୍ବାଶିଂଟନ୍‌,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ତାଙ୍କ ସହ ସ୍ତ୍ରୀ ମେଲାନିଆ ମଧ୍ୟ ଭାରତ ଆସୁଛନ୍ତି। କେବଳ ଏତିକି ନୁହେଁ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଏବଂ ଜ୍ୱାଇଁ ଜେରେଡ ମଧ୍ୟ ପ୍ରତିନିଧିମଣ୍ଡଳ ସହ ଭାରତ ଆସିବେ ବୋଲି ଜଣାପଡିଛି। ଫେବୃୟାରୀ ୨୪ରେ ଟ୍ରମ୍ପ ଭାରତ ଗସ୍ତରେ ଆସିବେ। ତାଙ୍କ ସହ ଏକ ବଡ ପ୍ରତିନିଧିମଣ୍ଡଳ ଭାରତ ଗସ୍ତରେ ଆସି ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନାରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ଭାରତ ଗସ୍ତର ପ୍ରଥମ ଦିନରେ ଟ୍ରମ୍ପ ଗୁଜରାଟର ଅହମଦାବାଦ ଯିବେ। ମୋଟେରା ଷ୍ଟାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଧାର୍ଯ୍ୟ ସମୟ ସରିଲା, ପାଣି ପାଇଲେନି ଚୂଳବାଡ଼ିବାସୀ: ଅଧାପନ୍ତରିଆ ‘ବସୁଧା’ ପ୍ରକଳ୍ପ

ଥୁଆମୂଳରାମପୁର,୩।୨ (ଦୁର୍ଗା କୀର୍ତ୍ତି):: ରାଜ୍ୟ ସରକାରଙ୍କ ‘ହର ଘର ଜଳ’ ସ୍ଲୋଗାନ ଏବେ ଦୁର୍ଗମ ଅଞ୍ଚଳରେ ପ୍ରହସନ ପାଲଟିଛି। କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମପଦର…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)…

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ତେଜିଲା ସମାନ କାମକୁ ସମାନ ଦରମା ଦାବି

ଛତ୍ରପୁର, ୩ା୨(ଦିଲୀପ ସାମଲ)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ସ୍ୱୀକୃତିପ୍ରାପ୍ତ ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ଅଧୀନରେ ଦୀର୍ଘଦିନ ଧରି କାମ କରୁଥିବା ଅପରେଟର, ଡ୍ରାଇଭର ଓ…

ଗୌରୀ ଶଙ୍କରଙ୍କୁ ଗୁରୁଦାୟିତ୍ୱ ଦେଲେ ନବୀନ: ହେଲେ ବିଜେଡି କାର୍ଯ୍ୟକାରୀ ସଭାପତି

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା): ଜିଲା  ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ରାୟଗଡ଼ା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପି.ଗୌରୀ ଶଙ୍କର। ଏନେଇ ମଙ୍ଗଳବାର ପ୍ରେସ ରିଲିଜ  ପ୍ରକାଶ ପାଇଛି।…

ସେବା ସମବାୟ ସମିତିର ମିଲ ମାଲିକ ମାନଙ୍କ ସହିତ ମଧୁ ଚନ୍ଦ୍ରିକା: ଶୋଷଣର ଶିକାର ହେଉଛନ୍ତି…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଭୀଷ୍ମଗିରି ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ସଙ୍ଗଠନ ଅଖିଳ ଭାରତ କୃଷକ ସଭା ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri