Posted inଜାତୀୟ

ଟ୍ରମ୍ପଙ୍କ ସହ ମୋଦିଙ୍କ ଆଗ୍ରା ଗସ୍ତକୁ ନେଇ ଏବେବି ଲାଗି ରହିଛି ସନ୍ଦେହ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ଧର୍ମପତ୍ନୀ ମେଲାନିଆ ଟ୍ରମ୍ପ ଭାରତ ଗସ୍ତ ସମୟରେ ତାଜମହଲ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗ୍ରା ଗସ୍ତ କରିବେ କି ନା ତାକୁ ନେଇ ଏପର୍ଯ୍ୟନ୍ତ ଲାଗି ରହିଛି ସନ୍ଦେହ। ଭାରତର ବୈଦେଶିକ ମନ୍ତ୍ରଣାଳୟରୁ ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ଟ୍ରମ୍ପ ଦମ୍ପତିଙ୍କ ସହ କୌଣସି ରାଜନେତା ଅବା କୌଣସି ବରିଷ୍ଠ ଅଧିକାରୀ ଆଗ୍ରା ଗସ୍ତ କରିବେ ସେ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri