Posted inଜାତୀୟ

ଟ୍ରମ୍ପ୍‌ଙ୍କୁ ଭେଟିବେନି ବିରୋଧୀ ପ୍ରତିନିଧି

ନୂଆଦିଲ୍ଲୀ,୨୨।୨(ପି.ଟି.): କୌଣସି ବିରୋଧୀ ଦଳ ନେତା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଆନୁଷ୍ଠାନିକ ଭାବେ ଭେଟିବା କାର୍ଯ୍ୟକ୍ରମ ନାହିଁ। ଭାରତ ଗସ୍ତରେ ଆସୁଥିତ୍ବା କୌଣସି ରାଷ୍ଟ୍ରମୁଖ୍ୟଙ୍କୁ ବିରୋଧୀ ପ୍ରତିନିଧି ନ ଭେଟିବା ଏହା ପ୍ରଥମ ଘଟଣା। ଭାରତରେ ଟ୍ରମ୍ପ୍‌ ୩୬ ଘଣ୍ଟା ରହିବେ ଏବଂ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ଟ୍ରମ୍ପ୍‌ଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଆୟୋଜିତ ଭୋଜିରେ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ ଯୋଗଦେଇପାରନ୍ତି। ତେବେ ଟ୍ରମ୍ପଙ୍କ ସହ ତାଙ୍କର କିମ୍ବା ଅନ୍ୟ କୌଣସି ନେତାଙ୍କର ଆନୁଷ୍ଠାନିକ ସାକ୍ଷାତ କାର୍ଯ୍ୟକ୍ରମ ନାହିଁ। ସରକାରଙ୍କ ପକ୍ଷରୁ ସେପରି କୌଣସି ପ୍ରସ୍ତାବ ଦିଆଯାଇ ନ ଥିବା ମୁଖ୍ୟ ବିରୋଧୀ ଦଳର ବରିଷ୍ଠ ମୁଖପାତ୍ର ଆନନ୍ଦ ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri