Posted inଜାତୀୟ

ଟ୍ରମ୍ପ୍‌ଙ୍କ ଅହମଦାବାଦ ଗସ୍ତ ସମୟରେ ସୁରକ୍ଷାରେ ନିୟୋଜିତ ହେବେ ୧୦ ହଜାର ପୋଲିସ

ଅହମଦାବାଦ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ ପାଇ ଆସନ୍ତା ୨୪-୨୫ ତାରିଖରେ ଭାରତ ଗସ୍ତ କରୁଛନ୍ତି। ଏହି ସମୟରେ ସେ ଦିଲ୍ଲୀ ବ୍ୟତୀତ ଗୁଜରାଟର ଅହମଦାବାଦ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସଜେଇ ହେଲାଣି ଗୁଜରାଟ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଟ୍ରମ୍ପ୍‌ଙ୍କ ଅହମଦାବାଦ ଗସ୍ତ ସମୟରେ ସାଜସଜ୍ଜାରେ ପାଖାପାଖି ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅନୁମାନ କରାଯାଇଛି। ତେବେ ଟ୍ରମ୍ପ୍‌ଙ୍କ ଗସ୍ତ ସମୟରେ ଯେଉଁ ସୁରକ୍ଷା ବ୍ୟବସ୍ଥା କରାଯିବ ସେଥିରେ ପ୍ରାୟ ୧୦-୧୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏହାକୁ ନେଇ ଶନିବାର ଅହମଦାବାଦ ଡିସିପି ବିଜୟ ପଟେଲ କହିଛନ୍ତି, ଟ୍ରମ୍ପ୍‌ଙ୍କ ଗସ୍ତ ସମୟରେ ସୁରକ୍ଷା ପାଇଁ ୧୦ ହଜାର ପୋଲିସ ନିୟୋଜିତ ରହିବେ। ଏମାନଙ୍କ ମଧ୍ୟରେ ୨୫ ଆଇପିଏସ୍‌, ୬୫ ଏସିପି, ୨୦୦ ପୋଲିସ ଇନ୍ସପେକ୍ଟର, ୮ ଶହ ସବ୍‌ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି। ଫେବୃୟାରୀ ୨୪ରେ ଟ୍ରମ୍ପ୍‌ ଦମ୍ପତି ଅହମଦାବାଦ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ‘କେମ୍‌ ଛୋ, ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ଏମାନେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri