Posted inଜାତୀୟ

ଟ୍ରମ୍ପ୍‌ଙ୍କ କାର୍‌ ତାଜମହଲ ପରିସରକୁ ଯିବା ନେଇ ବିବାଦ: ସୁପ୍ରିମ୍‌କୋର୍ଟ କହିଲେ ଭିତରକୁ ଯିବନି ଗାଡ଼ି

ନୂଆଦିଲ୍ଲୀ,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କାର ତାଜମହଲ ପରିସରକୁ ଯାଇପାରିବ ନାହିଁ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ବାରଣ କରାଯାଇଛି। ତାଜମହଲ ସଂରକ୍ଷଣକୁ ଦୃଷ୍ଟିରେ ରଖି କୋର୍ଟ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ତାଜମହଲ ପରିସର ଭିତରକୁ କୌଣସି ଗାଡ଼ି ଯାଇ ପାରିବ ନାହିଁ। ଏହାର ୫୦୦ ମିଟର ପରିସୀମା ମଧ୍ୟରେ ପେଟ୍ରୋଲ ଅବା ଡିଜେଲ ଚାଳିତ ଯାନ ଚଳାଚଳ କରିପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା ସହିତ କୋର୍ଟ କ୍ଷୋଭ ପ୍ରକାଶ କରି କହିଛନ୍ତି ତାଜମହଲର ସଂରକ୍ଷଣ କର ଅବା ଏହାକୁ ବନ୍ଦ କର କିମ୍ବା ଧ୍ୱଂସ କର। ଟ୍ରମ୍ପ୍‌ଙ୍କ ସୁରକ୍ଷା ଦୃଷ୍ଟିରୁ ୟୁଏସ୍‌ ସିକ୍ରେଟ୍‌ ସର୍ଭିସ୍‌ ତାଙ୍କର ସୁପର କାର୍‌କୁ ତାଜମହଲ ପରିସର ଭିତରକୁ ନେବାକୁ ଚାହୁଁଛି। ତେବେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଏହା ସମ୍ଭବ ନୁହେଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri