ଭଞ୍ଜନଗର,୮।୧(ଡି.ଏନ.ଏ)- ପୁଣି ମୃତଦେହକୁ ଅସମ୍ମାନ। ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲରେ ଜଣେ ଯୁବତୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକେ ବୁଧବାର ଟ୍ରଲିରେ ବୋହି ନେଇଥିବା ଜଣାପଡିଛି। ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନଜଣାଇ ମୃତଦେହ ନେଇ ଯାଇଥିବା ମେଡିକାଲ ପକ୍ଷରୁ କୁହାଯାଇଛି।ପ୍ରକାଶ ଯେ, ଗଞ୍ଜାମ ଜିଲା ଭଞ୍ଜନଗର ସହର ଭେଜିପୁଟର ଜଣେ ଯୁବତୀ ମଙ୍ଗଳବାର ଅପରାହ୍ନରେ ବିଷ ପିଇ ଆତ୍ମହତ୍ୟା କରିଥିଲେ। ସେ ହେଲେ ରଞ୍ଜିତା ନାୟକ (୨୨)। ଭଞ୍ଜନଗର ମେଡିକାଲରେ ବୁଧବାର ମୃତଦେହ ବ୍ୟବଚ୍ଛେଦ ହୋଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକେ ମୃତଦେହକୁ ୫ଶହ ମିଟର ଦୂର ତାଙ୍କ ଘରକୁ ଟ୍ରଲିରେ ବୋହି ନେଇଥିଲେ। କେଉଁ ପରିସ୍ଥିତିରେ ଟ୍ରଲିରେ ମୃତଦେହ ନେଲେ ତାହା ଜଣାପଡିନାହିଁ। ମେଡିକାଲ ପକ୍ଷରୁ କୁହାଯାଇଛି ଯେ, ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମେଡିକାଲରେ ମହାପ୍ରୟାଣ ଗାଡି ରହିଛି। ମାତ୍ର ଗାଡି ପାଇଁ ଆମକୁ ନ ଜଣାଇ ମୃତଦେହ ଟ୍ରଲିରେ ନେଇଯାଇଥିବା ପରେ ଆମେ ଜାଣିବାକୁ ପାଇଲୁ।
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ଥଲାପତି ବିଜୟଙ୍କୁ ବଡ଼ ଝଟ୍କା: ଅନୁରୋଧ କରି କହିଲେ…
ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…
Archives

