ଟ୍ରାକ୍ଟର-ଟ୍ରଲି ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଝରିଗାଁ,୨ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚିତାବେଡ଼ା ଗ୍ରାମରେ ରବିବାର ସକାଳେ ଟ୍ରାକ୍ଟର – ଟ୍ରଲି ଚାପି ହୋଇ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ଖବରରୁ ଜଣାପଡ଼ିଛି, ବେଲଗାଁ ପଞ୍ଚାୟତ କରମରୀ ଗ୍ରାମର ଟ୍ରାକ୍ଟରଟି ଡଙ୍ଗରୀଗୁଡ଼ା ପଞ୍ଚାୟତ ରାବଣାଗୁଡ଼ା ଗ୍ରାମରୁ ଚିପସ୍‌ ବୋଝେଇ କରି କରମରୀ ଅଭିମୁଖେ ଯାଉଥିଲା। ଚିତାବେଡ଼ା ଗ୍ରାମ ପାଣିଟାଙ୍କି ନିକଟରେ ଚିପସ୍‌ ବୋଝେଇ ଟ୍ରଲିଟି ଓଲଟି ପଡ଼ିଥିଲା। ଫଳରେ ସେଥିରେ ବସିଥିବା ଯୁବକ ଜଣକ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ମୃତକ ଯୁବକ କରମରୀ ଗ୍ରାମର ଗଙ୍ଗା ଭତ୍ରାଙ୍କ ପୁଅ କ୍ଷମା ଭତ୍ରା(୨୩)। ଘଟଣାସ୍ଥଳରେ ଥାନା ଏସ୍‌ଆଇ ରାମଚନ୍ଦ୍ର ଅଗସ୍ତି, ଏସ୍‌ଆଇ ସନ୍ତୋଷ କୁମାର ମାଝୀ ପ୍ରମୁଖ ପହଞ୍ଚି ମୃତ ଯୁବକଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri