ଟ୍ରାଡିସ୍‌ନାଲ ଲୁକ୍‌ରେ ଆଲିଆ-ରଣବୀର

ମୁମ୍ବାଇ,୮।୬: ବି ଟାଉନର ଚର୍ଚ୍ଚିତ ଯୋଡି ଆଲିଆ ଭଟ୍ଟ ଓ ରଣବୀର କପୁର ଏବେ ବାରଣାସୀରେ ଅଛନ୍ତି। ସେଠାରେ ସେମାନେ ନିଜର ଅପ୍‌ କମିଂ ଫିଲ୍ମ ‘ବ୍ରୋହ୍ମାସ୍ତ୍ର’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଆଲିଆ ଓ ରଣବୀର ବାରଣାସୀର କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ ପାଇଁ ପହଞ୍ଚିଥିଲେ। ସେହି ସମୟରେ ଦୁହିଁଙ୍କୁ ଟ୍ରାଡିସ୍‌ନାଲ ଲୁକ୍‌ରେ ଦେଖିବାକୁ ମିଳିଛି। ରଣବୀର କପୁର ଧଳା ରଙ୍ଗର କୁର୍ତ୍ତା ପିନ୍ଧିଥିବା ବେଳେ ଗଳାରେ ମାଳ ଓ ମୁଣ୍ଡରେ ଚନ୍ଦନ ଲଗାଇଥିବା ଦେଖିବାକୁ ମିଳିଛି। ସେହିପରି ଆଲିଆ ହଳଦିଆ ରଙ୍ଗର ଡ୍ରେସରେ ବହୁ ସୁନ୍ଦର ଦେଖାଯାଉଛନ୍ତି। ଦୁଇଜଣଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆୟାନ ମୁଖାର୍ଜୀଙ୍କ ନିର୍ମିତ ଫିଲ୍ମ ବ୍ରହ୍ମାସ୍ତ୍ରୋ ଜରିଆରେ ପ୍ରଥମ ଥର ଦୁଇ ଜଣ ଏକାଠି ସ୍କ୍ରିନ୍‌ ଶେୟାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri