ଟ୍ରାଫିକ୍‌ ସମସ୍ୟା, ବିଏମ୍‌ସିର ଜବରଦଖଲ ଉଚ୍ଛେଦ

ବ୍ରହ୍ମପୁର ଅଫିସ,୧୬ା୧୧-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତଙ୍କ ନେତୃତ୍ୱରେ ଗଠିତ ଟିମ୍‌ ପୂର୍ବାହ୍ନରେ ପୁରୁଣା ବସ୍‌ଷ୍ଟାଣ୍ଡ, ଅନ୍ନପୂର୍ଣ୍ଣା ମାର୍କେଟ ଓ ଗାନ୍ଧୀନଗର ଅଞ୍ଚଳର ମୁଖ୍ୟରାସ୍ତା ପାର୍ଶ୍ୱରେ ଜବରଦଖଲ କରି ରଖିଥିବା ଦୋକାନଘର, ରାସ୍ତାପାର୍ଶ୍ୱରେ ରହିଥିବା ଉଠାଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା ା
ଉପରୋକ୍ତ ଅଞ୍ଚଳରୁ ପ୍ରାୟ ୧୨ରୁ ୧୩ ଦୋକାନ ଘର ଓ ଉଠାଦୋକାନ ରାସ୍ତା ପାର୍ଶ୍ୱରୁ ଉଚ୍ଛେଦ କରାଯାଇଛି ା ସେହିପରି ସନ୍ଧ୍ୟାରେ କୋର୍ଟପେଟାର ମୁଖ୍ୟରାସ୍ତା ପାର୍ଶ୍ୱରେ ରହିଥିବା ଦୋକାନ ଓ ଉଠାଦୋକାନଗୁଡିକୁ ମଧ୍ୟ ଉଚ୍ଛେଦ କରାଯାଇଥିବା ଏନ୍‌ଫେର୍ସମେଣ୍ଟ ଅଫିସର ସୂଚନା ଦେଇଛନ୍ତି ା ରାସ୍ତାରେ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ଏଭଳି ପଦକ୍ଷେପ ନିଆଯାଇଛି ା
ଆଗାମୀ ଦିନରେ ଏଭଳି ଉଚ୍ଛେଦ ଜାରି ରହିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri