ଟ୍ରାଫିକ ନିୟମ ଉଲ୍ଲଂଘନ: ଦୁଇ ମାସରେ ଆଦାୟ ହୋଇଛି ଦେଢ଼ କୋଟି ଟଙ୍କା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଜରିମାନା ଆଦାୟ ହୋଇଛି। ସେପ୍ଟେମ୍ବର ୧ରୁ ନଭେମ୍ବର ୧ ମଧ୍ୟରେ ମୋଟ ୧ କୋଟି ୫୩ ଲକ୍ଷ ୩୪ ହଜାର ୭୬୦ କୋଟି ଟଙ୍କା ଆଦାୟ ହୋଇଛି। ରାଜ୍ୟର ବିଭିନ୍ନ ଜିଲାରୁ ଏହି ଜରିମାନା ଆଦାୟ ହୋଇଥିବା ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଡ୍ରାଇଭିଂ ଲାଇସେନ୍ସ ନ ଥିବାରୁ ୫୩୧୭ଜଣଙ୍କଠାରୁ ୪,୬୦,୦୮,୫୦ ଆଦାୟ ହୋଇଛି। ଇନ୍‌ସୁରାନ୍ସ ନ ଥିବା କାରଣରୁ ୨,୧୧୧ଜଣଙ୍କଠାରୁ ୧,୩୭,୯୭,୦୦ଟଙ୍କା, ପ୍ରଦୂଷଣ ସାର୍ଟିଫିକେଟ ନ ଥିବାରୁ ୧,୧୭୭ଜଣଙ୍କଠାରୁ ୩,୮୧,୬୧,୧୦ ଟଙ୍କା ଆଦାୟ ହୋଇଛି। ସେହିଭଳି ମଦ ପିଇ ଗାଡ଼ି ଚଲାଉଥିବା ୪୯୦ଜଣଙ୍କଠାରୁ ୭ ଲକ୍ଷ ୩୮୧୦୦ ଟଙ୍କା ଆଦାୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri