Posted inଜାତୀୟ

ଟ୍ରେନରେ ଲାଗିବ ବାୟୋମେଟ୍ରିକ୍‌

ନୂଆଦିଲ୍ଲୀ,୨୩୧୭: ପୁଷ୍ପକ ଏକ୍ସପ୍ରେସ ପରେ ଏବେ ଅନ୍ୟ ଟ୍ରେନର ଜେନେରାଲ ବଗିରେ ଯାତ୍ରା କରିବା ପାଇଁ ଠେଲାପେଲା ଆଉ ହେବାକୁ ପଡ଼ିବ ନାହିଁ। ଯିଏ ପ୍ରଥମ ଆସିବ ତାଙ୍କୁ ପ୍ରଥମେ ସିଟ୍‌ ମିଳିବ। ଏହି ସମସ୍ୟାର ସମାଧାନ ପାଇଁ ରେଲଓ୍ବେର ଆରପିଏଫ୍‌ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ମୁମ୍ବାଇ ଛତ୍ରପତି ଶିବାଜୀ ଟର୍ମିନାଲରୁ ଲକ୍ଷ୍ନୌକୁ ଯାଉଥିବା ପୁଷ୍ପକ ଏକ୍ସପ୍ରେସ୍‌ରେ ବାୟୋମେଟ୍ରିକ୍‌ ବ୍ୟବସ୍ଥାର ପରୀକ୍ଷା ସଫଳ ହେବା ପରେ ଏବେ ଅନ୍ୟ ଟ୍ରେନ ଗୁଡିକରେ ମଧ୍ୟ ଏହି ଉପାୟ ଅବଲମ୍ବନ କରାଯିବ ବୋଲି ଯୋଜନା ଚାଲିଛି। ଯାତ୍ରୀମାନେ ଜେନେରାଲ ବଗିରେ ପ୍ରବେଶ କରିବା ପାଇଁ ପ୍ରଥମେ ବାୟୋମେଟ୍ରିକ ଦେଇ ଯିବାକୁ ପଡ଼ିବ। ଏଥିଯୋଗୁ ଷ୍ଟେସନ୍‌ରେ ଯାତ୍ରୀଙ୍କ ଭିଡ, ମାରପିଟ ଓ ଠେଲାପେଲା ମଧ୍ୟ କମିବ ବୋଲି ଆଶା କରାଯାଉଛି। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିର୍ଦ୍ଦେଶକ୍ରମେ ଆରପିଏଫ୍‌ ଷ୍ଟେସନ୍‌ରେ ଏହି ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’କୁ ଅଲିମ୍ପିଆନ ଅମିତ ରୋହିଦାସଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୨୨ା୫: ଭାରତୀୟ ହକି ଖେଳାଳି ତଥା ଅଲିମ୍ପିଆନ ଅମିତ ରୋହିଦାସ ‘ପିଏମ୍‌ ସୂର୍ଯ୍ୟଘର: ମୁଫ୍ତ ବିଜ୍‌ଲି ଯୋଜନା’ ଅଧୀନରେ ନିଜ ଘରେ ରୁଫ୍‌ଟପ୍‌ ସୋଲାର ସିଷ୍ଟମ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ହର୍ମୁଜରେ ବଢି ଚାଲିଛି ସମସ୍ୟା ଉପରେ ସମସ୍ୟା, ଦେଖି ଚାହିଁ ଖର୍ଚ୍ଚ କରନ୍ତୁ LPG

ନୂଆଦିଲ୍ଲୀ/ତେହରାନ,୨୨।୫: ଇରାନ ସହିତ ସଂଘର୍ଷ ଯୋଗୁ ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଆଉ ଏକ ନିରାଶାଜନକ ଖବର ସାମ୍ନାକୁ ଆସିଛି। ଏହି ସମୟରେ, ସମସ୍ତଙ୍କ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି…

୨୦୨୯ ନିର୍ବାଚନରେ ଭାଜପା-କଂଗ୍ରେସକୁ ଟକ୍କର ଦେବ କକ୍‌ରୋଚ ଜନତା ପାର୍ଟି! ରାତାରାତି ବଢିଗଲା…

ନୂଆଦିଲ୍ଲୀ,୨୨।୫: ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଦ୍ୱାରା ଦିଆଯାଇଥିବା ‘କାକରୋଚ’ (ଅସରପା) ବୟାନ ପରଠାରୁ ସୋସିଆଲ ମିଡିଆରେ ଏକ ନୂଆ ବିତର୍କ ଆରମ୍ଭ ହୋଇଯାଇଛି। ଏହି ବୟାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri