ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.):  ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ କୁମାର ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଶୁଶାନ୍ତ ଧଉଳୀ ଟ୍ରେନ୍‌ରେ କଲିକତାରୁ ଭୁବନେଶ୍ୱର ଆସୁଥିବାବେଳ ଯାଜପୁର ରୋଡ୍‌ ଷ୍ଟେଶନ ପାଖରେ ପଡିଯାଇଥିଲେ। ଶହୀଦ ଯୁବକ ସଂଘ ସଭାପତି ରାଜେନ୍ଦ୍ର ବିଶ୍ୱାଳ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ବାସ୍ଥ୍ୟ କେନ୍ଦ୍ର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri