ଟ୍ୟାଙ୍କର-ଟ୍ରକ ଧକ୍କା: ଜଳିଗଲା ଟ୍ୟାଙ୍କର

ରାୟଗଡ଼ା ଅଫିସ,୯।୧: ରାୟଗଡ଼ାର ମଝିଘରିଆଣୀ ମନ୍ଦିର ନିକଟରେ ଗୁରୁବାର ଭୋର୍‌ ସମୟରେ ଏକ ଦୁର୍ଘଟଣା ଘଟିଛି। ଟ୍ୟାଙ୍କର ଏବଂ ଟ୍ରକ ମଧ୍ୟରେ ଧକ୍କା ହେବାରୁ ରାସ୍ତା ଉପରେ ଟ୍ୟାଙ୍କରଟି ଜଳିଯାଇଛି। ତେବେ ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଏହି ଦୁର୍ଘଟଣା ଘଟିଛି। ଟ୍ୟାଙ୍କରଟି ଆନ୍ଧ୍ରରୁ ଜେକେପୁରକୁ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଲୁହା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଟ୍ୟାଙ୍କରଟି ଜଳିଯାଇଥିଲା। ଅଗ୍ନିଶମ ବାହିନୀ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଘଟଣା ପରେ ପ୍ରାୟ ୪ ଘଣ୍ଟା ଧଣି ରାସ୍ତା ଜାମ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri