ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ

ଆରଡି,୧୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଶୈବପୀଠ ଆରଡିରେ ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି । ମଙ୍ଗଳବାର ଭୋର ସମୟରେ ମଙ୍ଗଳ ଆଳତି ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି। ଭିଡକୁ ଦୃଷ୍ଟିରେ ରଖି ଆରଡି ଫାଣ୍ଡି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ହବିଷିଆଳି ଓ ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରିବା ପରେ ଶିବଗଙ୍ଗା ପୁଷ୍କରିଣୀରେ ଡଙ୍ଗା ଭସାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri