Posted inଖେଳ

ଡବ୍ଲୁଟିଏ ର଼୍ୟାଙ୍କିଙ୍ଗ୍‌ ଶୀର୍ଷକୁ ଫେରିଲେ ଓସାକା

ପ୍ୟାରିସ,୧୨।୮(ଏଏଫ୍‌ପି)- ୟୁଏସ୍‌ ଓ ଅଷ୍ଟ୍ରେଲିଆନ ଓପନ ଚାମ୍ପିୟନ ନାଓମି ଓସାକା ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ ଶୀର୍ଷକୁ ଫେରିିଛନ୍ତି। ୨୧ ବର୍ଷୀୟ ଜାପାନିଜ ଖେଳାଳି ଗତ ସପ୍ତାହରେ ରୋଜର୍ସ କପ କ୍ୱାର୍ଟର ଫାଇନାଲରେ ସେରେନା ଓ୍ବିଲିୟମ୍ସଙ୍କଠାରୁ ହାରିଯାଇଥିଲେ। ହେଲେ ପୂର୍ବତନ ନଂ ୧ ଖେଳାଳି ଆଶ୍‌ଲେ ବାର୍ଟି ଉକ୍ତ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ହାରିଥିବାବେଳେ କାରୋଲିନା ପ୍ଲିସ୍କୋଭା ଟରଣ୍ଟୋ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲେ। ଏଥିଯୋଗୁ ଓସାକା ଶୀର୍ଷ ସ୍ଥାନ ହାତେଇ ନେଇଛନ୍ତି। ନ୍ୟୁୟର୍କ ଓ ମେଲବୋର୍ନଠାରେ କ୍ରମାଗତ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଜିତିବା ପରେ ଚଳିତ ବର୍ଷ ଜାନୁୟାରୀରେ ସେ କ୍ୟାରିୟରରେ ପ୍ରଥମ ଥର ପାଇଁ ନଂ ୧ ମାନ୍ୟତା ପାଇଥିଲେ। ୭ ସପ୍ତାହ ପରେ ସେ ସ୍ଥାନ ହରାଇଥିଲେ। ଏହା ବ୍ୟତୀତ ଟପ୍‌ ୧୦ରେ ଆଉ ଏକ ପରିବର୍ତ୍ତନ ହୋଇଛି। ପୂର୍ବାପେକ୍ଷା ଓ୍ବିଲିୟମ୍ସ ଦୁଇ ସୋପାନ ଉପରକୁ ଉଠି ୮ମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri