ଡବ୍ଲ୍ୟୁଏଚ୍‌ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଚାଇନା ପକ୍ଷ ନେଇ କରୋନା ମହାମାରୀର ରାଜନୀତୀକରଣ କଲେ ବୋଲି ଟ୍ରମ୍ପ୍‌ ଅଭିଯୋଗ କରିଛନ୍ତି। ଏଥିସହିତ ଏହି ଜାତିସଂଘ ସଂସ୍ଥାର ପାଣ୍ଠି ବନ୍ଦ କରିଦେବାକୁ ଧମକ ଦେଇଛନ୍ତି। ଉପଯୁକ୍ତ ସମୟରେ ଡବ୍ଲ୍ୟୁଏଚ୍‌ଓ ସତର୍କ କରାଇଥିଲେ କରୋନା ଆଜି ଏଭଳି ଭୟଙ୍କର ସ୍ଥିତି ସୃଷ୍ଟି କରି ନ ଥାନ୍ତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri