ଡମ୍ପର ଚାପାରେ ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଯାଜପୁର ଅଫିସ,୧୩।୧୦: ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ତାଳଜଙ୍ଗ ପଞ୍ଚାୟତ ଅଧୀନ ତଳଗଡ଼ ପଥୁରିଆ ସାହିର ପ୍ରଦୀପ ମଳିକ(୩୫)ଙ୍କ ରବିବାର ଅପରାହ୍ନରେ ତଳଗଡ଼ ସ୍କୁଲ ନିକଟରେ ଡମ୍ପର ଚାପାରେ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ଲୋକେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜାଣିଶୁଣି ଡମ୍ପର ଚପାଇ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ ସଦଳବଳେ ପହଞ୍ଚି ଗାଡ଼ି ଓ ମୃତଦେହ ଜବତ କରି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri