ଡମ୍ଫିୟାଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବିଜେପୁର, ୧୫।୧୦(ଡି.ଏନ.ଏ.):ବରଗଡ ଜିଲା ବିଜେପୁର ଏନଏସି ଅନ୍ତର୍ଗତ ବାଉଁଶପୋଲା ନିକଟସ୍ଥ ଡମ୍ଫିୟାଡରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ତଦନ୍ତ ଚଳାଇଛି। ମୃତ ଯୁବକ ଜଣକ ହେଲେ ଗାଇସିଲେଟ ଥାନା ଅନ୍ତର୍ଗତ ନୂଆଁପାଲି ଗ୍ରାମର ତରଣୀସେନ ମହଲା। ସକାଳୁ ଏନଏସି ସଫେଇ କର୍ମଚାରୀ ଉକ୍ତ ଡମ୍ଫିୟାଡକୁ ଆବର୍ଜନା ନିଷ୍କାସନ ପାଇଁ ଯାଇଥିବାବେଳେ ଏକ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ବରଗଡ଼ ପଠାଇଥିଲା। ଉକ୍ତ ମାମଲାରେ ପୋଲିସ ଜଣେ ଯୁବକଙ୍କୁ ସନ୍ଦେହରେ ଅଟକ ରଖି ପଚରାଉଚରା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri