ଡରାଇଲାଣି ଘାତକ କରୋନା: ଆଡ୍‌ଭାଇଜରି ଜାରି କଲେ ଏସ୍‌ଆର୍‌ସି, ଜାଣନ୍ତୁ କ’ଣ କରିବେ/ନ କରିବେ

ଭୁବନେଶ୍ୱର,୪।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସିଙ୍କ ପକ୍ଷରୁ ଆଡ୍‌ଭାଇଜରି ଜାରି କରାଯାଇଛି। ତଦନୁଯାୟୀ

-କାର୍ଯ୍ୟକ୍ଷେତ୍ରକୁ ସ୍ବଚ୍ଛ, ପରିଷ୍କାର ରଖନ୍ତୁ।
-ଡେସ୍କ, ଟେବୁଲ, ଟେଲିଫୋନ, କମ୍ପ୍ୟୁଟର, କି-ବୋର୍ଡଗୁଡ଼ିକୁ ନିୟମିତ ସଫା କରନ୍ତୁ।
-ହାତକୁ ବାରମ୍ବାର ଭଲଭାବେ ଧୁଅନ୍ତୁ।
-ଓ୍ବାଶିଂ ମେଶିନ ନିକଟରେ ସାବୁନ, ସାନିଟାଇଜର ରଖନ୍ତୁ।
-ହାତ କିଭଳି ଧୋଇବେ ସେନେଇ କର୍ମଚାରୀଙ୍କୁ ପୋଷ୍ଟର ମାଧ୍ୟମରେ ଜଣାନ୍ତୁ।
-କାର୍ଯ୍ୟକ୍ଷେତ୍ରରେ ଟିସୁ ପେପର, ମାସ୍କ ଓ ବନ୍ଦ ଥିବା ଡଷ୍ଟବିନ୍‌ ରଖନ୍ତୁ।
-ପରସ୍ପର ମଧ୍ୟରେ ୧ ମିଟର ଦୂରତା ରଖନ୍ତୁ।
-ପରସ୍ପର ସହ ହାତ ମିଳାନ୍ତୁ ନାହିଁ।
– ଅତି ଆବଶ୍ୟକ ନ ଥିଲେ ଜନଗହଳି ସ୍ଥାନ, ମଲ୍‌, ମାର୍କେଟ, ଷ୍ଟେଶନ, ବସ୍‌ଷ୍ଟାଣ୍ଡ ଆଦି ସ୍ଥାନକୁ ଯାଆନ୍ତୁ ନାହିଁ।
-ଥଣ୍ଡା, କାଶ, ଜ୍ୱରରେ ପୀଡ଼ିତ ବ୍ୟକ୍ତିଙ୍କଠାରୁ ଦୂରରେ ରୁହନ୍ତୁ।
-ଯଦି କୌଣସି ବ୍ୟକ୍ତିଙ୍କଠାରେ ଥଣ୍ଡା କିମ୍ବା ଜ୍ୱରର ଲକ୍ଷଣ ଦେଖାଯାଉଛି, ତେବେ ସେମାନଙ୍କୁ ଏକୁଟିଆ ରହି ଚିକିତ୍ସା କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri