ଡରିଗଲେ ସଲମାନ !

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଏକ ପ୍ରକାର ଡରାଇ ଦେଇଛି । କରୋନା ଭାଇରସକୁ ନେଇ ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ କରାଯାଇଥିବା ବେଳେ ଏବେ ଯିଏ ଯେଉଁଠି ଅଛନ୍ତି ସେହିଠାରେ ହିଁ ରହିଯାଇଛନ୍ତି । ଏହି ସମୟରେ ବଲିଉଡ୍ ଭାଇଜାନ ସଲମାନ ଖାଁ ତାଙ୍କ ପନୱଲ ସ୍ଥିତ ଫାର୍ମ ହାଉସରେ ରହିଯାଇଥିବା ଜଣାପଡିଛି । ରବିବାର ରାତିରେ ସେ ଏହାର ଏକ ଭିଡିଓ ଶେୟାର କରିବା ପରେ ଏହା ଜଣାପଡିଛି । ସେଠାରେ ସେ ତାଙ୍କ ପରିବାର ସହ ଥିଲେ ମଧ୍ୟ ପାଖରେ ତାଙ୍କର ବାପା ନାହାନ୍ତି । ସେ ତାଙ୍କୁ ବହୁତ୍ ମିସ୍ କରୁଛନ୍ତି ବୋଲି କହିଛନ୍ତି । ଉକ୍ତ ଭିଡିଓରେ ସେ ସୋହେଲଙ୍କ ପୁଅ ନିର୍ବାଣଙ୍କ ସହ ଦେଖାଯାଉଛନ୍ତି । ଏଥିରେ ସେ ଏକ ପୁରୁଣା ହିନ୍ଦୀ ଫିଲ୍ମର ଡାଏଲଗ କହୁଛନ୍ତି, “ଯୋ ଡର ଗୟା ସମଝୋ ୱ ମରଗୟା” । ହେଲେ ଏବେ “ଯୋ ଡର ଗୟା ସମଝୋ ୱ ବଚଗୟା” ବୋଲି ସଲମାନ କହୁଛନ୍ତି । ଅର୍ଥାତ୍ ଏବେ କରୋନାର ଯେଉଁଭଳି ପ୍ରଭାବ ରହିଛି ତାକୁ ଦେଖି ଘରେ ରହିଲେ ହିଁ ଆମେ ସୁସ୍ଥ ରହିବା ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri