ଡ଼ାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ କଦଳୀଫୁଲ

କଦଳୀଫୁଲକୁ ଡ଼ାଇବେଟିସ୍‌ ରୋଗୀ ସିଝାଇ କିମ୍ବା କଞ୍ଚା ଖାଇବା ଉଚିତ୍‌। ଏହା ଦ୍ୱାରା ସର୍କରା ସ୍ତର କମ୍‌ ହୁଏ। ଶରୀରରେ ହିମୋଗ୍ଲୋବିନ ମାତ୍ରାକୁ ବଢ଼ାଏ କାରଣ ଏହା ଫାଇବର୍‌ ଓ ଆଇରନ୍‌ରେ ଭରପୂର। ଏଥିରେ ଆଣ୍ଟିଅକ୍ସିଡ଼ାଣ୍ଟ ଗୁଣ ଥାଏ। ଯାହା କ୍ୟାନ୍‌ସର ପରି ରୋଗର ସମସ୍ୟାରେ ମଧ୍ୟ ସାହାଯ୍ୟ କରିଥାଏ। ଏହା ଗର୍ଭାଶୟର ସମସ୍ୟାକୁ ସମାଧାନ କରିବାରେ ସାହାଯ୍ୟ କରିଥାଏ। ସୁସ୍ଥ ଗର୍ଭାଶୟ ପାଇଁ କଦଳୀଫୁଲକୁ ଗୋଲମରିଚ ଓ ଜିରା ସହିତ ପାଣିରେ ଫୁଟାଇ ନିଅନ୍ତୁ ଓ ୧/୪ ଚାମଚ ହଳଦୀ ପାଉଡ଼ର ଓ ଲୁଣ ମିଶାନ୍ତୁ। ଏହି ପାଣିକୁ ପିଇଲେ ଗର୍ଭାଶୟର ସମସ୍ୟା ଦୂର ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri