ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ…

ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍‌ ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପ ତେଣୁ ଡାଇବେଟିସ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଅଲମଣ୍ଡ, ଅଖରୋଟ, ପିସ୍ତା, ଚିନାବାଦାମ କାଜୁ ଭଳି ଡ୍ରାଏଫ୍ରୁଟ୍ସରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍ସ, କ୍ୟାଲସିୟମ ଏବଂ ଅନସ୍ୟାଚ୍ୟୁରେଟେଡ୍‌ ଫ୍ୟାଟି ଏସିଡ୍‌ ମିଳିଥାଏ।

ଅଲମଣ୍ଡ୍‌
ଅଲମଣ୍ଡ ଖାଇଲେ ଶରୀରରେ ଗ୍ଲୁକୋଜ ସ୍ତର ସାମାନ୍ୟ ରହିଥାଏ। ତେଣୁ ଡାଇବେଟିସ୍‌ ରୋଗୀ ଅଲମଣ୍ଡ ଖାଇବା ଆବଶ୍ୟକ।

ଅଖରୋଟ
ଡାଇବେଟିସ୍‌ ରୋଗୀଙ୍କ ପାଇଁ ଅକରୋଟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅଖରୋଟ ଖାଇବା ଦ୍ୱାରା ଓଜନ ମଧ୍ୟ କମ୍‌ ହୋଇଥାଏ।

ପିସ୍ତା
ପିସ୍ତା ବାଦାମରେ ପ୍ରଚୁର ପରିମାଣର ପ୍ରୋଟିନ ଥାଏ। ତେଣୁ ଡାଇବେଟିସ୍‌ ରୋଗୀ ପ୍ରତିଦିନ ଫଳ ସହ ପିସ୍ତା ଖାଆନ୍ତୁ।

ଚିନାବାଦାମ
ଚିନାବାଦାମରେ ପ୍ରୋଟିନ ଏବଂ ଫାଇବର ଥାଏ। ଟାଇପ-୨ ଡାଇବେଟିସ ରୋଗୀଙ୍କ ପାଇଁ ଚିନାବାଦାମ ଉପକାରୀ ଅଟେ।

କାଜୁ
ଉଚ୍ଚ ରକ୍ତଚାପରେ ପୀଡିତ ବ୍ୟକ୍ତି ଖାଦ୍ୟରେ କାଜୁ ସାମିଲ କରନ୍ତୁ। ଏହା ରକ୍ତଚାପ ସାମାନ୍ୟ ସ୍ତରକୁ ଆଣିବାରେ ସହାୟକ ହୋଇଥାଏ। ସେହିପରି ଡାଇବେଟିସ ରୋଗୀଙ୍କ ପାଇଁ ମଧ୍ୟ କାଜୁ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri