ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ…

ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହଁନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ ଯୋଗୁ ଶରୀରରେ ଉପଯୁକ୍ତ ମାତ୍ରାରେ ଇନସୁଲିନ ତିଆରି ବନ୍ଦ ହୋଇଯାଏ। ନ୍ୟୁଟ୍ରିସନ୍‌ ଅଭାବ ଓ ଖାଦ୍ୟପେୟରେ କଟକଣା ପାଇଁ ଡାଇବେଟିସ ରୋଗୀ ଧୀରେ ଧୀରେ ଦୁର୍ବଳ ହୋଇପ ତେଣୁ ଡାଇବେଟିସ ରୋଗୀ ନିଜ ଖାଇବା ପିଇବାରେ ଧ୍ୟାନ ଦେବା ଜରୁରୀ। ଅଲମଣ୍ଡ, ଅଖରୋଟ, ପିସ୍ତା, ଚିନାବାଦାମ କାଜୁ ଭଳି ଡ୍ରାଏଫ୍ରୁଟ୍ସରେ ଭରପୂର ମାତ୍ରାରେ ଭିଟାମିନ୍‌, ମିନେରାଲ୍ସ, କ୍ୟାଲସିୟମ ଏବଂ ଅନସ୍ୟାଚ୍ୟୁରେଟେଡ୍‌ ଫ୍ୟାଟି ଏସିଡ୍‌ ମିଳିଥାଏ।

ଅଲମଣ୍ଡ୍‌
ଅଲମଣ୍ଡ ଖାଇଲେ ଶରୀରରେ ଗ୍ଲୁକୋଜ ସ୍ତର ସାମାନ୍ୟ ରହିଥାଏ। ତେଣୁ ଡାଇବେଟିସ୍‌ ରୋଗୀ ଅଲମଣ୍ଡ ଖାଇବା ଆବଶ୍ୟକ।

ଅଖରୋଟ
ଡାଇବେଟିସ୍‌ ରୋଗୀଙ୍କ ପାଇଁ ଅକରୋଟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅଖରୋଟ ଖାଇବା ଦ୍ୱାରା ଓଜନ ମଧ୍ୟ କମ୍‌ ହୋଇଥାଏ।

ପିସ୍ତା
ପିସ୍ତା ବାଦାମରେ ପ୍ରଚୁର ପରିମାଣର ପ୍ରୋଟିନ ଥାଏ। ତେଣୁ ଡାଇବେଟିସ୍‌ ରୋଗୀ ପ୍ରତିଦିନ ଫଳ ସହ ପିସ୍ତା ଖାଆନ୍ତୁ।

ଚିନାବାଦାମ
ଚିନାବାଦାମରେ ପ୍ରୋଟିନ ଏବଂ ଫାଇବର ଥାଏ। ଟାଇପ-୨ ଡାଇବେଟିସ ରୋଗୀଙ୍କ ପାଇଁ ଚିନାବାଦାମ ଉପକାରୀ ଅଟେ।

କାଜୁ
ଉଚ୍ଚ ରକ୍ତଚାପରେ ପୀଡିତ ବ୍ୟକ୍ତି ଖାଦ୍ୟରେ କାଜୁ ସାମିଲ କରନ୍ତୁ। ଏହା ରକ୍ତଚାପ ସାମାନ୍ୟ ସ୍ତରକୁ ଆଣିବାରେ ସହାୟକ ହୋଇଥାଏ। ସେହିପରି ଡାଇବେଟିସ ରୋଗୀଙ୍କ ପାଇଁ ମଧ୍ୟ କାଜୁ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri