ଡାଇବେଟିସ୍‌ ସମ୍ଭାବନା ଦୂର କରେ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗର ଶିକାର ହେଉଛନ୍ତି। ଏହା ଭାରି ମାରାତ୍ମକ। ଡାଇବେଟିସ୍‌ ରୋଗୀଙ୍କୁ ହୃଦ୍‌ଘାତ ଆଶଙ୍କା ରହିଥାଏ। ତେଣୁ ଏଥିପ୍ରତି ମୂଳରୁ ସଚେତନ ନ ହେଲେ କେଉଁ ମୁହୂର୍ତ୍ତରେ ଜୀବନ ଚାଲିଯିବାର ମଧ୍ୟ ସମ୍ଭାବନା ଥାଏ। ଆମେରିକାର ଗବେଷକମାନେ ଏକ ଗବେଷଣା କରି କହିଛନ୍ତି, କିଛି ଫଳ ଅଛି, ଯାହାକୁ ଖାଇଲେ ଡାଇବେଟିସ୍‌ ଦୂର ହୋଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…

ସେଓ :


ସେଓରେ ଏକ ସ୍ବତନ୍ତ୍ର ଧରଣର ଆଣ୍ଟିଅକ୍ସିଡାଣ୍ଟ ରହିଛି। ଯାହାକୁ ଏନ୍ଥୋସାୟାନିନ୍‌ କୁହାଯାଇଥାଏ। ଏହା ଶରୀରରେ ଥିବା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିଥାଏ। ଫଳରେ ଡାଇବେଟିସ୍‌ ଆଶଙ୍କା କମ୍‌ ରହିଥାଏ।
ପିଜୁଳି :


ପିଜୁଳିରେ ପୋଟାସିୟମ ଭରପୂର ମାତ୍ରାରେ ରହିଛି। ଯାହା ମଧୁମେହ ରୋଗୀଙ୍କ ପାଇଁ ଉପଯୁକ୍ତ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି। ଏତଦ୍‌ବ୍ୟତୀତ ପିଜୁଳିରେ ଫାଇବର, ଲୋଗ୍ଲାଇକେମିକ ଏବଂ ଭିଟାମିନ ସି’ ରହିଛି। ଡାଇବେଟିସ୍‌ ରୋଗୀ ପ୍ରତିଦିନ ଗୋଟିଏ ଲେଖାଏ ପିଜୁଳି ଖାଇଲେ ବହୁ ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri