ଡାଇବେଟିସ ପୀଡିତଙ୍କୁ କାହିଁକି କ୍ୟାନ୍‌ସର ଆଶଙ୍କା ବେଶି

ନ୍ୟୁୟର୍କ: ଓଭାରିଆନ୍‌ କ୍ୟାନ୍‌ସର, ବ୍ରେଷ୍ଟ କ୍ୟାନସର ସହ ଆଉ କିଛି କ୍ୟାନସର କାହିଁକି ବେଶି ଟାଇପ୍‌-୧ ଓ ଟାଇପ୍‌-୨ ଡାଇବେଟିସ ପୀଡ଼ିତଙ୍କୁ ହୁଏ ତାହାର କାରଣ ଅନେକ ଦିନ ହେବ ଜାଣିବାକୁ ଗବେଷକମାନେ ଅନୁଧ୍ୟାନ କରୁଥିଲେ । ଏବେ ଆମେରିକାର ଗବେଷକମାନେ ଏ କ୍ଷେତ୍ରରେ ସଫଳତା ପାଇଛନ୍ତି। ବ୍ଲଡ୍‌ ସୁଗାର ସ୍ତର ସାଧାରଣ ଥିବା ଅବସ୍ଥା ତୁଳନାରେ ଏହି ସ୍ତର ଯେତେବେଳେ ଅଧିକ ରହିଥାଏ ସେତେବେଳେ ଡିଏନ୍‌ଏକୁ ଅଧିକ କ୍ଷତି ପହଞ୍ଚାଇଥାଏ। ଡିଏନ୍‌ଏ କ୍ଷତି ହେବା ଯୋଗୁ ଡାଇବେଟିସ୍‌ ପୀଡିତଙ୍କୁ କ୍ୟାନ୍‌ସର ହେବା ଆଶଙ୍କା ବୃଦ୍ଧି ପାଇଥାଏ। ଏହି ବିପଦ ନିଦ୍ଦିର୍ର୍ଷ୍ଟ କେତେକ କ୍ୟାନ୍‌ସର ପାଇଁ ଅଢେଇଗୁଣ ଅଧିକ ରହିଥିବା ଗବେଷଣାରୁ ଜଣାପଡିଛି। ଆମେରିକାର କ୍ୟାନ୍‌ସର ଓ ଡାଇବେଟିସ୍‌ ଉପରେ ଗବେଷଣା କରୁଥିବା ସଂସ୍ଥା ‘ସିଟି ଅଫ୍‌ ହୋପ୍‌ ଦ୍ୱାରା ଏହି ଗବେଷଣା କରାଯାଇଥିଲା। ଏହି ତଥ୍ୟକୁ କାଲିଫର୍ନିଆର ଶାନ୍‌ ଡିଏଗୋରେ ଅନୁଷ୍ଠିତ ହେବାକୁ ଥିବା ଆମେରିକାନ୍‌ କେମିକାଲ ସୋସାଇଟିର ଜାତୀୟସ୍ତରୀୟ ଆଲୋଚନାଚକ୍ର ଓ ପ୍ରଦର୍ଶନୀରେ ଉପସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri