ଡାଏନୋସର କହିବ ‘ହ୍ୟାଲୋ’!

ଧରାଯାଉ ଆପଣ ଫ୍ୟାମିଲି ସହିତ ଗୋଟିଏ ହୋଟେଲ୍‌ ବୁକ୍‌ କଲେ। ପରିବାରକୁ ଧରି ଯାଇ ସେଠାରେ ପହଞ୍ଚତ୍ଲେ। ଆଉ ଆପଣ ଖାଦ୍ୟ ପାଇଁ ବରାଦ କଲେ। କିଛି ସମୟ ପରେ କଲିଂ ବେଲ୍‌ ବାଜିଲା। ଆପଣ କବାଟ ଖୋଲିଲେ ତ ଆପଣଙ୍କ ଆଗରେ ଗୋଟେ ବିଶାଳ ଡାଇନୋସର। ଯିଏ ଆପଣଙ୍କୁ ହ୍ୟାଲୋ ବୋଲି କହୁଛି। ଭାବନ୍ତୁ, କ’ଣ ହେବ ଆପଣଙ୍କ ଅବସ୍ଥା। ଆପଣ ହୋଟେଲରେ ରହିବେ କ’ଣ? ଖାଇବା ପାଇଁ ବରାଦ ଦେବେ କ’ଣ? ଆପଣ କେମିତି ଜୀବନ ନେଇ ଆସିବେ ତା’ର ଠିକଣା ପାଇବେନି। ତେବେ ଏହା ତୁଚ୍ଛା ଗପ ନୁହେଁ। ଏମିତିକା ହୋଟେଲ୍‌ଟିଏ ଅଛି ଜାପାନର ନାଗାସାକି ସହରରେ। ଯେଉଁଠି ଡାଇନୋସର ଭଳି ବିଲୁପ୍ତ ଜୀବମାନଙ୍କୁ ହୋଟେଲ ସର୍ଭ କରିବାର ଦାୟିତ୍ୱ ଦିଆଯାଇଛି। ତେବେ ଏସବୁ ସତସତିକା ନୁହନ୍ତି; ରୋବୋଟ୍‌। ଅବଶ୍ୟ ପୂର୍ବରୁ କଷ୍ଟମରମାନଙ୍କୁ ଏ ବିଷୟରେ ଅବଗତ କରେଇ ଦିଆଯାଏ। ଫଳରେ କୌଣସି ଅସୁବିଧା ହୁଏ ନାହିଁ। ଓଲଟି କଷ୍ଟମରମାନେ ଡାଇନୋସର ଅଥବା ବଡ଼ ବଡ଼ ବିଲୁପ୍ତ ପ୍ରାଣୀଙ୍କଠାରୁ ସର୍ଭିସ୍‌ ପାଇ ନିଜର ଛୁଟିକୁ ସ୍ମରଣୀୟ କରିପାରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri