ବାରିପଦା ଅଫିସ,୨୭ା୯- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ରାଇରଙ୍ଗପୁରସ୍ଥିତ ଅତିରିକ୍ତ ଜିଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁ ଗୁରୁବାର ପୋଲିସ ୪ ଦଲାଲଙ୍କୁ ଗିରଫ କରିଛି। ମେଡ଼ିକାଲ କଲେଜ ପରିସରରୁ ଗିରଫ ହୋଇଥିତ୍ବା ଦଲାଲମାନେ ହେଲେ ଅଜୟ କୁମାର ମହାନ୍ତ, ମହମ୍ମଦ ସମୀର ଓ ବିନୋଦ ମିଶ୍ର। ସେହିପରି ଆରଟିଓ ଅଫିସ ପରିସରରୁ ଗିରଫ ହୋଇଥିବା ଦଲାଲ ହେଲେ ସୁଶାନ୍ତ କୁମାର ମହାନ୍ତ। ଏହି ଦଲାଲମାନେ ରୋଗୀଙ୍କୁ ପ୍ରଲୋଭିତ କରି ବିଭିନ୍ନ ଘରୋଇ ହସପିଟାଲକୁ ପଠାଇବା ସହ ଶୋଷଣ କରୁଥିବା ଓ ଡ୍ରାଇଭିଂ ଲାଇସେନ୍ସ କରାଇ ଦେବା ପାଇଁ ଗାଡ଼ି ଚାଳକମାନଙ୍କୁ ଠକୁଥିବା ଅଭିଯୋଗ ହୋଇ ଆସୁଥିତ୍ଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପୋଲିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ
କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…
ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…
ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…
OSRTC ବସ୍ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…
କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…
ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼
ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…
ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…
ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…
Archives

