ଡାକ୍ତରଖାନା କର୍ମଚାରୀ ମୃତ

ଅନୁଗୋଳ ଅଫିସ୍, ୨୫ା୩- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ବୁଧବାର ସକାଳେ ସେ ରହୁଥିବା ଭଡ଼ା ଘରୁ ଉଦ୍ଧାର କରାଯାଇଛି। ମୃତକ ଯକ୍ଷ୍ମା ବିଭାଗର ଲାବୋରେଟାରି ଟେକ୍ନିସିଆନ ସୁରେଶ ସାହୁ ବୋଲି ଜଣାପଡିଛି । ତାଙ୍କ ଘର ଦେବଗଡ ଜିଲା ବାଘଦରି ଅଞ୍ଚଳରେ ହୋଇଥିବା ବେଳେ ସେ ଅନୁଗୋଳ ଜିଲା ମିଶ୍ରପଡାଠାରେ ଏକ ଭଡ଼ାଘରେ ରହୁଥିଲେ। ପୋଲିସ ସୂଚନା ମୁତାବକ, ସୁରେଶଙ୍କର କିଛିଦିନ ତଳେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମାଧପୁର ଚିକିତ୍ସାଳୟକୁ ବଦଳି ହୋଇଥିଲା। ତାଙ୍କ ପରିବାର ଲୋକେ ଘରକୁ ଯାଇଥିବା ବେଳେ ସେ ୨ ଦିନ ହେଲା ଏକୁଟିଆ ଥିଲେ। ବୁଧବାର ସକାଳେ ଘର ଭିତରେ ତାଙ୍କ ମୃତଦେହ ଝୁଲୁଥିବା ଦେଖି ପଡୋଶୀ ପୋଲିସକୁ ସୂଚନା ଦେଇଥିଲେ। କୌଣସି କାରଣରୁ ସେ  ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ଅନୁଗୋଳ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ୭ମ ଶ୍ରେଣୀ ଛାତ୍ରୀ: ଲୋକଲଜ୍ଜ୍ୟା ଭୟରେ ଘର ଲୋକେ…

ରସୁଲପୁର,୪ା୨(ରଞ୍ଜିତ ରାଉତ):ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ମାତୃତ୍ୱଲାଭ କରିଛନ୍ତି। ଏହିଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ…

ଜି.ଉଦୟଗିରି ଶୀତ ମହୋତ୍ସବ “ତୁଷାର” ୨୦୨୬ ଉଦଘାଟିତ: କଳାହାଣ୍ଡି କଟାପାଙ୍କ ଅଭିନୟ ଦେଖି…

ଜି.ଉଦୟଗିରି, ୩।୨(ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଶ୍ରୀରାମପଦା ସ୍ଥିତ କଳିଙ୍ଗ ମିନି ଷ୍ଟାଡିୟମରେ ୫ଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଜି.ଉଦୟଗିରି ଶୀତ ମହୋତ୍ସବ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଆନ୍ଧ୍ରରେ ବିକ କୋଟିଆ ଶସ୍ୟ: ସୀମାନ୍ତବାସୀଙ୍କୁ ପ୍ରବର୍ତ୍ତାଇଲେ ପଡ଼ୋଶୀ ରାଜ୍ୟ ଅଧିକାରୀ,ଏପଟେ…

ପଟ୍ଟାଙ୍ଗି,୩ା୨(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତର ସୀମାନ୍ତବାସୀଙ୍କୁ ନେଇ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ପକ୍ଷରୁ ବୈଠକକରି ସଚେତନ କରାଯାଉଛି। ଏଥିରେ ଉକ୍ତ ପଞ୍ଚାୟତର…

ଆମ୍ବ ବିକ୍ରୟ ସଙ୍କଟ ପାଇଁ ଅନିଶ୍ଚିତତାରେ ଚାଷୀ: ପ୍ରକ୍ରିୟାକରଣ ୟୁନିଟ୍‌ ସ୍ଥାପନା କରିବାକୁ…

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାରେ ଆମ୍ବ ବିକ୍ରୟ ସମସ୍ୟାକୁ କେନ୍ଦ୍ର ସରକାର ସ୍ବୀକାର କରିଥିଲେ ମଧ୍ୟ ଦାୟିତ୍ୱ ଗ୍ରହଣରୁ ଏଡାଇ ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

ଭୀଷ୍ମଗିରି ରାମଜୀ ବିଦ୍ୟାଳୟରେ ସାମାଜିକ ସହଭାଗିତା କାର୍ଯ୍ୟକ୍ରମ: ୭୬ ମେଧାବୀଙ୍କୁ ମେଧାବୃତ୍ତି ପ୍ରଦାନ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଫ୍ୟୁଜନ ଫାଇନାନ୍ସ ଲିମିଟେଡ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri