Posted inଜାତୀୟ

ଡାକ୍ତର ଆନ୍ଦୋଳନରେ ସାମିଲ ହେଲେ ମମତାଙ୍କ ଭଣଜା

କୋଲକାତା: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ଗୁରୁତର ବ୍ୟାହତ ହୋଇଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିବା ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀ ଡାକ୍ତରଙ୍କୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି ଜୁନିୟର ଡାକ୍ତରମାନେ ଆନ୍ଦୋଳନରୁ ନ ଉଠିବେ, ତା’ହେଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କିନ୍ତୁ ଆନ୍ଦୋଳନକାରୀ ନିଜ ଜିଦ୍‌ରେ ଅଟଳ ଅଛନ୍ତି। ଏହି ସମୟରେ ଡାକ୍ତର ଆନ୍ଦୋଳନରେ ସାମିଲ ହୋଇଛନ୍ତି ମମତାଙ୍କ ଭଣଜା ଅବେଶ ବାନାର୍ଜୀ। ସେ କେପିସି ମେଡିକାଲ କଲେଜ ପକ୍ଷରୁ ଆନ୍ଦୋଳନର ନେତୃତ୍ୱ ନେଉଛନ୍ତି। ସେ ଉକ୍ତ କଲେଜରେ ପଢୁଥିବାରୁ ଆନ୍ଦୋଳରେ ସାମିଲ୍‌ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ସୋମବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ହେବାକୁ ନେଇ ଜୁନିୟର ଡାକ୍ତରମାନଙ୍କୁ ହସ୍ପିଟାଲ ମଧ୍ୟରେ ମାଡ ମରାଯାଇଥିଲା। ଏହାର ପ୍ରତିବାଦରେ ସେମାନେ ଆନ୍ଦୋଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri