ଡାକ୍ତର, ନର୍ସଙ୍କ ପାଇଁ ବୈଧ, ସଟ୍ ଡାଉନରେ କାମ କରିବ ଲକ୍ ଡାଉନ ପାସ୍

କଟକ ଅଫିସ,୪। ୪- କଟକ ଏବଂ ଭୁବନେଶ୍ୱର ସହରରେ ସଟ୍ ଡାଉନକୁ କଡାକଡି ପାଳନ କରାଯାଉଛି। ତେବେ ଲକଡାଉନ ସମୟରେ ଯିବା ଆସିବା ପାଇଁ ପୋଲିସ ପକ୍ଷରୁ କେତେକ ସ୍ୱତନ୍ତ୍ର ପାସ ଜାରି କରାଯାଇଥିଲା। କିନ୍ତୁ ସଟ୍ ଡାଉନ ସମୟରେ ସମସ୍ତ ପ୍ରକାର ପୁରୁଣା ପାସକୁ ଶୁକ୍ରବାର ନିଷିଦ୍ଧ ଘୋଷଣା କରାଯାଇଥିଲା। ହେଲେ ଏହାକୁ ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। କଟକ ଏବଂ ଭୁବନେଶ୍ୱର ସହରର ପୂର୍ବରୁ ଡାକ୍ତର ଏବଂ ନର୍ସମାନଂକୁ ଯେଉଁ ପାସ ଦିଆଯାଇଥିଲା, ତାହା ସଟ୍ ଡାଉନ ସମୟରେ କାର୍ଯ୍ୟ କରିବ ବୋଲି କୁହାଯାଇଛି। ଫଳରେ ଡାକ୍ତର ଏବଂ ନର୍ସଙ୍କୁ ନୂଆ ପାସ ନେବାକୁ ହେବନି। ପୁରୁଣା ପାସରେ ସେମାନେ ଯିବା ଆସିବା କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri