ଡାକ୍ତର ନାହାନ୍ତି: ଖରାସାହାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା, ୧୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଖରାସାହାପୁରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ଶନିବାର ଗ୍ରାମବାସୀ ତାଲାପକାଇ ଧାରଣାରେ ବସିଛନ୍ତି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭୟ ପଣ୍ଡା ଡେପୁଟେସନରେ ନିଯୁକ୍ତି ପାଇବାରୁ ସେଠାରେ ଫାର୍ମାସିିଷ୍ଟ ଡାକ୍ତରଙ୍କ ବଦଳରେ ରୋଗୀଙ୍କୁ ଔଷଧ ଲେଖିଥିଲେ ସୁଦ୍ଧା ତାହାକୁ ସେଠାକାର ଏଏନ୍‌ଏମ୍‌ ଇନ୍ଦ୍ରମଣୀ ନାୟକ ବିରୋଧ କରି ରୋଗୀ ମାନଙ୍କୁ ଓଷଧ ଦିଅନ୍ତି ନାହିଁ। ଫଳରେ ପ୍ରତିବାଦରେ ଫାର୍ମାସିଷ୍ଟ ଛୁଟିରେ ରହିବାରୁ ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗୀସେବା ବ୍ୟାହତ ହୋଇଛି। ସେଥିପାଇଁ ଗ୍ରାମର ସଭାପତି ନିର୍ମଳ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଗ୍ରାମବାସୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇବା ସହ ଧାରଣାରେ ବସିଥିଲେ। ତେବେ ଏଠାରୁ ଡେପୁଟେସନରେ ଯାଇଥିବା ଡାକ୍ତରଙ୍କୁ ସ୍ଥାୟୀ କରାଯାଉ ଓ ଏଠାରେ ଥିବା ଏଏନ୍‌ଏମ୍‌ ଦିଦିଙ୍କୁ ଅନ୍ୟତ୍ର ବଦଳି କରାଯାଉ ବୋଲିସ ସେମାନେ ଦାବି କରିଛନ୍ତି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ସ୍ବାସ୍ଥ୍ୟକେନ୍ଦ୍ରର ତାଲା ଖୋଲିବ ନାହିଁ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri