ଡାକ ପାର୍ସଲ କଣ୍ଟେନରରେ ଗୋରୁ ଚାଲାଣ

ସିମୁଳିଆ,୨୧ା୭(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ମାତ୍ର ଶହେ ମିଟର ଦୂର ୧୬ ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ଡାକ ପାର୍ସଲ କଣ୍ଟେନର(ଟିଏସ-୧୨ ଏଚଏ ୪୮୦୮)ରୁ ୫୦ ରୁ ଅଧିକ ଗୋରୁ ଉଦ୍ଧାର କରାଯାଇଛି। ଭାରସାମ୍ୟ ହରାଇ ଅନ୍ୟ ଏକ ଟ୍ରକ ପଛପଟେ ଗୋରୁ ବୋଝେଇ କଣ୍ଟେନରଟି ପିଟି ହୋଇଯିବାରୁ ଗୋରୁଗୁଡ଼ିକ ଭୟରେ ରଡ଼ି କରିଥିଲେ। ସ୍ଥାନୀୟ ଲୋକେ ଶବ୍ଦ ଶୁଣି ଗୋରୁଗୁଡ଼ିକୁ ଉଦ୍ଧାର କରିଛନ୍ତି। ଘଟଣାସ୍ଥଳରୁ ଚାଳକ ଓ ହେଲପର ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri