Posted inଜାତୀୟ

ଡାନିଶ୍‌ ଅଲି ଲୋକ ସଭାରେ ବିଏସ୍‌ପି ନେତା ପଦରୁ ବିଦା

ନୂଆଦିଲ୍ଲୀ,୮ା୮(ପି.ଟି.): ବିଏସ୍‌ପି ଡାନିଶ୍‌ ଅଲିଙ୍କୁ ଲୋକ ସଭାରେ ଦଳର ନେତା ନିଯୁକ୍ତ କରିବାର ଦିନ କେଇଟା ନ ଯାଉଣୁ ତାଙ୍କୁ ଉକ୍ତ ପଦରୁ ବିଦା କରିଦେଇଛି। ତାଙ୍କ ସ୍ଥାନରେ ଜଉନପୁର ଏମ୍‌ପି ଶ୍ୟାମ ସିଂ ଯାଦବଙ୍କୁ ଲୋକ ସଭାରେ ଦଳର ନେତା ନିଯୁକ୍ତ କରାଯିବ । ଯାଦବ ଜେଡିଏସ୍‌ରୁ ବହିଷ୍କୃତ ହେବା ପରେ ବିଏସ୍‌ପିରେ ସାମିଲ ହୋଇଥିଲେ। ସେହିପରି ଆମ୍ବେଦକର ନଗରୀ ଏମ୍‌ପି ରିତେଶ ପାଣ୍ଡେଙ୍କୁ ଲୋକ ସଭାର ଉପନେତା ନିଯୁକ୍ତ କରାଯାଇଛି। ଉତ୍ତରପ୍ରଦେଶର ୧୨ଟି ବିଧାନସଭା ଆସନରେ ଉପନିର୍ବାଚନ ପୂର୍ବରୁ ବିଏସ୍‌ପି ସାଂଗଠନିକ ସ୍ତରରେ ଅଦଳବଦଳ କରିଛି। ଲୋକ ସଭା ନିର୍ବାଚନରେ ବିଏସ୍‌ପି-ଏସ୍‌ପି ମେଣ୍ଟ କରିଥିବାବେଳେ ଉପନିର୍ବାଚନରେ ଉଭୟ ଦଳ ପରସ୍ପର ବିରୋଧରେ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri