ଆସିକା,୧୦।୩(ଡି.ଏନ୍.ଏ.)- ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଗାଙ୍ଗପୁର ଥାନା ନିମିନା ଗ୍ରାମ ନିକଟରେ ସୋମବାର ରାତିରେ ଏକ ଡାଲା ଅଟୋ ସହ ବାଇକ୍ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବାଇକ୍ ଆରୋହୀ ଦଣ୍ଡପାଣି ସେଠୀ (୫୫)। ଆହତମାନେ ହେଲେ ପୀତବାସ ଡାକୁଆ, ସନିଆ ସାହୁ, ଆଲୋକ ରାଉତ, ତ୍ରିଲୋଚନ ସାହୁ, ଶ୍ରୀଧର ସାହୁ, ଶିବ ସାହୁ, ଅଳିଆ ସାହୁ।
ଦଣ୍ଡପାଣି ନିଜ ବାଇକ୍ରେ ଆସୁଥିବା ବେଳେ ଡାଲାଅଟୋ ସହ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଦଣ୍ଡପାଣିଙ୍କୁ ମୃତ ଘୋଷଣା କରିଥିଲେ। ତ୍ରିଲୋଚନ ଓ ଅଳିଆଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ନଂ. ୫୩/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…
ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…
ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…
ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ
ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
Archives

