Posted inଜାତୀୟ

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ,ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ ଆର୍‌.କେ.ଏସ୍‌ ଭଦୌରିୟା ଏବଂ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ପ୍ରମୁଖ ମିଶାଇଲ୍‌ ମ୍ୟାନ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୯୩୧ ଅକ୍ଟୋବର ୧୫ରେ କଲାମ ତାମିଲନାଡୁର ରାମେଶ୍ୱରମ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ୮୩ ବର୍ଷ ବୟସରେ ୨୦୧୫ ଜୁଲାଇ ୨୭ରେ ଶିଲଂରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମୟରେ ହୃଦ୍‌ଘାତରେ ତାଙ୍କର ବିୟୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri