Posted inଫୁରସତ

ଡିଜାଷ୍ଟର କାଫେ: ଖାଇଲାବେଳେ ଭୂମିକମ୍ପର ଅନୁଭୂତି

ଖାଇଲାବେଳେ ଭୂମିକମ୍ପର ଅନୁଭୂତି ନେବା ପାଇଁ ଚାହାନ୍ତି କି? ତେବେ ଏହି କାଫେ ହେଉଛି ଆପଣଙ୍କ ପାଇଁ ଉପଯୁକ୍ତ ସ୍ଥାନ। ସ୍ପେନ୍‌ର ଗିରୋନାଠାରେ ଥିବା ‘ଡିଜାଷ୍ଟର କାଫେ’ ଏହାର ଗ୍ରାହକମାନଙ୍କୁ ଦେଇଥାଏ ଏକ ନିଆରା ଅନୁଭୂତି । ଗୁମ୍ଫା ଆକୃତିର ହୋଇଥିବା ଏହି କାଫେରେ ଦର୍ଶକମାନେ ନିଜ ମନପସନ୍ଦର ଖାଇବା ଅର୍ଡର କରିବା ସହ ଖାଇଲାବେଳେ ୭.୮ ମାଗ୍ନିଚ୍ୟୁଡ ତୀବ୍ରତାର ଭୂମିକମ୍ପ ଝଟକା ମଧ୍ୟ ଅନୁଭବ କରିପାରିବେ। ଏଠାକାର ଓ୍ବେଟରମାନେ କନ୍‌ଷ୍ଟ୍ରକ୍ସନ୍‌ ସୁଟ୍‌ ସହ ହେଲମେଟ୍‌ ପିନ୍ଧିଥାନ୍ତି । ଏଠାରେ ଗ୍ରାହକମାନଙ୍କୁ ଓଜନିଆ ପ୍ଲେଟ ଆଦିରେ ଖାଦ୍ୟ ପରଷା ଯାଇଥାଏ, ଫଳରେ ଭୂମିକମ୍ପ ବେଳେ ଖାଦ୍ୟ ପଦାର୍ଥ ତଳେ ପଡିଯିବାର ଭୟ ନ ଥାଏ। କୃତ୍ରିମ ଉପାୟରେ ଭୂମିକମ୍ପ ସୃଷ୍ଟି କରାଯାଉଥିବା ଏହି କାଫେରେ ନିଆରା ଅନୁଭୂତି ନେବା ପାଇଁ ପ୍ରତ୍ୟେକ ଦିନ ଏଠାରେ ଗ୍ରାହକଙ୍କ ଭିଡ ଜମେ ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri