ଡିଜିଟାଲ ଟିକସର ଯାଞ୍ଚ କରିବ ଆମେରିକା

ନୂଆଦିଲ୍ଲୀ,୪।୬: ଭାରତ ସମେତ ଅନ୍ୟ ଦେଶଗୁଡିକ ଲାଗୁ କରୁଥିବା ଡିଜିଟାଲ ଟିକସ ସମ୍ପର୍କରେ ଆମେରିକା ଯାଞ୍ଚ କରିବ ବୋଲି ଜଣାପଡିଛି। ଆମେରିକା ଟେକ୍‌ କମ୍ପାନୀଗୁଡିକ ଉପରେ ଜାଣିଣୁଣି ଉଚ୍ଚ ପରିମାଣର ଟିକସ ଲାଗୁ ହୋଇଛି କି ନାହିଁ ସେ ଉପରେ ଏବେ ଏହା ବିଚାର କରୁଛି। ଆମେରିକାର ବ୍ୟାପାର ପ୍ରତିନିଧି ରବର୍ଟ ଲାଇଟ ହାଇଜର କହିଛନ୍ତି ଯେ, କୌଣସି ବାଣିଜି୍ୟକ ସହଯୋଗିଙ୍କ ଦ୍ୱାରା ହେଉଥିବା ଉଚ୍ଚ ପରିମାଣର ଟିକସକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚିନ୍ତିତ ଅଛନ୍ତି। ଯାଞ୍ଚର ସାମ୍ନା କରିବାକୁ ଥିବା ଅନ୍ୟ ଦେଶଗୁଡିକ ମଧ୍ୟରେ ଅଷ୍ଟ୍ରେଲିଆ, ବ୍ରାଜିଲ, ଚେକ୍‌ ଗଣରାଜ୍ୟ, ୟୁରୋପୀୟ ସଂଘ, ଇଣ୍ଡୋନେସିଆ, ଇଟାଲୀ, ସ୍ପେନ, ତୁର୍କୀ ଏବଂ ବ୍ରିଟେନ ଭଳି ରାଜ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର, ସର୍ଜରୀରେ ରୋଗ ଭଲ ହେବା ନେଇ ଏମ୍ସ ଡାକ୍ତରଙ୍କ ଘୋଷଣା

ନୂଆଦିଲ୍ଲୀ,୧୧।୧୨: ପୂର୍ବରୁ ଏକ କଥା ଥିଲା ଯେ, ଯେଉଁ ବ୍ୟକ୍ତିଙ୍କୁ ଥରେ ଡାଇବେଟିସ ହୁଏ ତାହା ଜୀବନସାରା ରହିଯାଇଥାଏ । ଆଜି ପର୍ଯ୍ୟନ୍ତ ଡାଇବେଟିସର କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri