ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଶକ୍ତ ଧକ୍କା : ଆୟ ଆଠଣା ଖର୍ଚ୍ଚ ଟଙ୍କାଏ; ପେଟିମ୍‌ର କ୍ଷତି ୪ ହଜାର ୨ଶହ ୧୭ କୋଟି

ନୂଆଦିଲ୍ଲୀ,୧୦।୯: ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଶକ୍ତ ଧକ୍କା ଲାଗିଛି। ଏହି ବ୍ୟବସ୍ଥାରେ ଆୟ ଆଠଣା ହେଉଥିବାବେଳେ ଖର୍ଚ୍ଚ ଟଙ୍କାଏ ରହିଥିବା କୁହାଯାଉଛି। ଡିଜିଟାଲ ପେମେଣ୍ଟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପେଟିଏମ୍‌ର କ୍ଷତି ପରିମାଣ ଇତିମଧ୍ୟରେ ୪ ହଜାର ୨ଶହ ୧୭ କୋଟି ଟଙ୍କା ଛୁଇଁଛି। ଏହାର ମୁଖ୍ୟ କମ୍ପାନୀ ଓ୍ବନ-୯୭ କମ୍ୟୁନିକେଶନକୁ ମାର୍ଚ୍ଚ ୩୧ ସୁଦ୍ଧା ବଡ଼ ଧରଣର କ୍ଷତି ସହିବାକୁ ପଡ଼ିଛି। ଏସବୁ ମଧ୍ୟରେ ପେଟିଏମ୍‌ ମନି, ପେଟିଏମ୍‌ ଫାଇନାନ୍ସିଆଲ୍‌ ସର୍ଭିସେଜ୍‌, ପେଟିଏମ୍‌ ଇଣ୍ଟରନେଟ୍‌ ସର୍ଭିସେଜ୍‌ ଆଦି କାରବାର ରହିଛି। କମ୍ପାନୀର ବାର୍ଷିକ ରିପୋର୍ଟରେ ଦର୍ଶାଯାଇଛି ଯେ, ଗତ ବର୍ଷ କ୍ଷତିର ପରିମାଣ ୧,୬୦୪.୩୪ କୋଟି ଟଙ୍କା ରହିଥିଲା। ସେହିପରି ଓ୍ବନ-୯୭ କମ୍ୟୁନିକେଶନର କ୍ଷତି ପରିମାଣ ୩,୯୫୯.୬ କୋଟି ଟଙ୍କା ରହିଛି। ଇତିମଧ୍ୟରେ କମ୍ପାନୀର ଆୟରେ ୮.୨ ପ୍ରତିଶତ ବୃଦ୍ଧି ହୋଇ ଏହା ୩,୫୭୯.୬୭ କୋଟି ଟଙ୍କା ହୋଇଥିବା ବେଳେ ଖର୍ଚ୍ଚ ପରିମାଣ ଆୟକୁ ଟପି ୭,୭୩୦.୧୪ କୋଟି ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri