ଡିଜିଟାଲ ଶ୍ରେଣୀଗୃହ ଓ ବିଜ୍ଞାନଗାର ଉଦ୍‌ଘାଟିତ

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ଜିଲା ନୂଆଗାଁ ବ୍ଳକ ଜନଶକ୍ତି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ବିଜ୍ଞାନାଗାର ଓ ଡିଜିଟାଲ ଶ୍ରେଣୀଗୃହକୁ ଶୁକ୍ରବାର ଜିଲାପାଳ ଡ. ପୋମା ଟୁଡୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାର ଆବଶ୍ୟକତା ସବୁ ସମୟରେ ରହିଥିବା ନେଇ ଉପଦେଶ ଦେଇଥିଲେ। ଡିଜିଟାଲ୍‌ କ୍ଲାସରୁମ୍‌ ହେବା ଦ୍ୱାରା ପିଲାମାନେ ସମସ୍ତ ପାଠକୁ ଠିକ୍‌ ଭାବେ ବୁଝିପାରିବେ ଏବଂ ବିଜ୍ଞାନାଗାର ମାଧ୍ୟମରେ ଛାତ୍ରୀଛାତ୍ରମାନେ ବିଭିନ୍ନ ପରୀକ୍ଷା ନିରୀକ୍ଷା କରିପାରିବେ ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନ ଶିକ୍ଷକ ହରିହର ମିଶ୍ର, ସୁଦର୍ଶନ ବିଶ୍ୱାଳ, କୃଷ୍ଣଚନ୍ଦ୍ର ଶତପଥୀ, ରବୀନ୍ଦ୍ର ନାଥ ବିଶ୍ୱାଳ, ବଂଶୀଧର ସାହୁ, ରମେଶ ଚନ୍ଦ୍ର ବିଶ୍ୱାଳ, ଜ୍ଞାନ ପ୍ରକାଶ ବାରିକ ପ୍ରମୁଖ ପୁରାତନ ଛାତ୍ରମାନେ ଉପସ୍ଥିତ ଥିଲେ। ପ୍ରଧାନ ଶିକ୍ଷକ ତ୍ରିନାଥ ମହାପାତ୍ରଙ୍କ ସମତେ ବିଦ୍ୟାଳୟର ଅନ୍ୟ ଶିକ୍ଷକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନର ତାଲା ଭାଙ୍ଗି ଟଙ୍କା, ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri